ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ହଜାର ହଜାର ଶ୍ରଦ୍ଧାଳୁ ନଦୀରେ ଭସାଇଲେ ଡଙ୍ଗା

0
367
kartika purnima today

ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣମା ଅବସରରେ ବିଭିନ୍ନ ନଦୀରେ ଶ୍ରଦ୍ଧାଳୁ ଭସାଇଲେ ଡଙ୍ଗା । ନଦୀ ଓ ପୁଷ୍କରିଣୀମାନଙ୍କରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବା ସହ କଦଳୀ ପାଟୁଅ ଓ ଶୋଲଡଙ୍ଗା ଭସାଇଥିଲେ। ଲୋକେ ଡଙ୍ଗା ଭସାଇ ନୌବାଣିଜ୍ୟକୁ ମନେ ପକାଇଥିଲେ । ସେପଟେ କାର୍ତ୍ତିକ ମାସର ଏହା ଶେଷ ଦିନ ହୋଇଥିବାରୁ ବିଭିନ୍ନ ଦେବାଦେବୀଙ୍କ ମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି।