ଭୁବନେଶ୍ୱର ଏମସ ହସପିଟାଲକୁ ଆସୁଛନ୍ତି ମହାମୟ ଉପରାଷ୍ଟ୍ରପତି

0
430

ଏମସ ପ୍ରଥମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଭୁବନେଶ୍ୱର ବିମାନବନ୍ଦରେ ପହଁଞ୍ଚିଥିଲେ
ସେଠାରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶ ଲାଲ , ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ , ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପଢି ,କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ,କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ସ୍ୱାଗତ କରିଥିଲେ |