ବ୍ୟାଙ୍କରୁ ୨ କୋଟି ଠକେଇ

0
84

ଭୁବନେଶ୍ୱର: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୨ କୋଟି ଟଙ୍କା ଠକେଇ ହୋଇଥିବା ଅଭିଯୋଗରେ ଶନିବାର ଇଓଡବ୍ଲୁ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଚାରି ଜଣ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଓ ଜଣେ ମହିଳା ମଧ୍ୟ ସାମିଲ ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ବ୍ୟାଙ୍କରେ ନକଲି କାଗଜପତ୍ର ଦାଖଲ କରି ଟଙ୍କା ଋଣ ନେଇଥିଲେ।