ଜଙ୍ଗଲରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର

0
120
minor girl dead body found in forest

ବଲାଙ୍ଗିର: କଣ୍ଟାବାଞ୍ଜି ଲାଲଝରା ଜଙ୍ଗଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାଇ, ଗତ ୧୧ତାରିଖରୁ ନାବାଳିକା ଜଣକ ନିଖୋଜ ଥିଲେ। ମଙ୍ଗଳବାର ଉକ୍ତ ଜଙ୍ଗଲରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଦୁଷ୍କର୍ମ ପରେ ବାଳିକାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଵେବଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି ।