ଦୀପାବଳିରେ ୨ ଘଣ୍ଟା ବାଣ ଫୁଟାଇବାକୁ ଅନୁମତି

0
111

ଭୁବନେଶ୍ୱର:ଦୀପାବଳିରେ ୨ ଘଣ୍ଟା ବାଣ ଫୁଟାଇବାକୁ ଅନୁମତି ଦେଲେ ସୁପ୍ରିମକୋର୍ଟ । ନିର୍ଦ୍ଦେଶ ଅନୁଯାୟୀ ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଯାଇ ପାରିବ। ଏହା ପରେ ଯଦି କୌଣସି ବ୍ୟକ୍ତି ବାଣ ଫୁଟାନ୍ତି ତେବେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଧାର୍ଯ୍ୟ କରାଯାଇଥିବା ଶବ୍ଦ ପ୍ରଦୂଷଣ ମାତ୍ରାରୁ ଅଧିକ ଶବ୍ଦ କରୁଥିବା ବାଣ ଫୁଟାଇବା ଉପରେ କଟକଣା ଲଗାଯାଇଛି।